Latestରାଜ୍ୟ କରୋନା ମୁକାବିଲା ନେଇ ଓଡ଼ିଶାକୁ WHOର ପ୍ରଶଂସା September 30, 2020 admin ଭୁବନେଶ୍ୱର() କୋଭିଡ ମୁକାବିଲା ନେଇ ଓଡ଼ିଶାକୁ WHO ପ୍ରଶଂସା କରିଛି । କୋଭିଡ ମୁକାବିଲାରେ ରାଜ୍ୟ ସରକାରଙ୍କ ଆଗୁଆ ପଦକ୍ଷେପକୁ ପ୍ରଶଂସା କରାଯାଇଛି। ଏହାସହ GPକୁ ସ୍ବତନ୍ତ୍ର କ୍ଷମତା ଓ ଟେଷ୍ଟିଂ କ୍ଷମତା ବୃଦ୍ଧି ନେଇ ପ୍ରଶଂସା କରାଯାଇଛି । ଏନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। Share