ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । ସମୟ ବଦଳିବା ସହ ମାନସିକ ସ୍ୱାସ୍ଥ୍ୟ ନେଇ ସାମାଜିକ ସଚେତନତାର ଆବଶ୍ୟକତା ଅଧିକ ଆବଶ୍ୟକ ରହିଛି । ମାନସିକ ସ୍ୱାସ୍ଥ୍ୟ ସଂପର୍କରେ ଶିକ୍ଷା, ସଚେତନତାର ପ୍ରସାର ସହ ଏହା ସହ ଜଡିତ ସାମାଜିକ କଳଙ୍କ ଦୂର କରିବା ପାଇଁ ସମସ୍ତେ ସଂକଳ୍ପ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

9 − eight =