୫ଟା ସୁଦ୍ଧା ଓଡିଶାରେ ୬୪ ପ୍ରତିଶତ ମତଦାନ

ଦ୍ବିତୀୟ ପର୍ୟ୍ୟାୟ ନିର୍ବାଚନ ମତଦାନ ଜାରି ରହିଛି ।ଓଡିଶାରେ ସନ୍ଧ୍ୟା ୫ଟା ସୁଦ୍ଧା ୬୪ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟରୁ ସୂଚନା ମିଳିଛି

Read more