ରିଲିଫ ହେଲିକପ୍ଟର ଧ୍ୱସ୍ତ, ୩ ମୃତ

ଉତ୍ତରାଖଣ୍ଡରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ହେଲିକ୍ୟାପ୍ଟର ଦେହରାଦୁନ୍ ରୁ ବନ୍ୟା ପ୍ରପୀଡିତଙ୍କ ପାଇଁ ରିଲିଫ୍ ସାମଗ୍ରୀ ନେଇ ମୋଲଡିରୁ ଅରାକୋଟ୍ ଯାଉଥିଲା ।

Read more