ବାଚସ୍ପତିଙ୍କୁ ଚପଲ ଫିଙ୍ଗିବା ଘଟଣାରେ ୩ ଜଣ ବିଧାୟକ ନିଲମ୍ବିତ

ଭୁବନେଶ୍ୱର: ବିଧାନସଭାରେ ବାଚସ୍ପତିଙ୍କୁ ଚପଲ ଫିଙ୍ଗିବା ଘଟଣାରେ ୩ ଜଣ ବିଧାୟକ ନିଲମ୍ବିତ । ବିଜେପିର ତିନି ବରିଷ୍ଠ ବିଧାୟକଙ୍କୁ ବିଧାନସଭାରୁ ନିଲମ୍ବିତ କରିଛନ୍ତି ବାଚସ୍ପତି ।

Read more