ବାସି ଖାଦ୍ୟ ଖାଇ ୪୦ ଛାତ୍ରଛାତ୍ରୀ ଅସୁସ୍ଥ

କଟକ ଜିଲ୍ଲା ଆଠଗଡ଼ ବ୍ଲକ୍ ପାର୍ବତୀପୁର ଗାଁରେ ବାସି ଖାଦ୍ୟ ଖାଇ ୪୦ରୁ ଊର୍ଦ୍ଧ୍ୱ ଶିଶୁ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର

Read more