ନବମ ଶ୍ରେଣୀ ପରୀକ୍ଷା ନିଷ୍ପତ୍ତି ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ଏପ୍ରିଲ ୩୦ ପରେ ପରେ ନିଆଯିବ ନବମ ଶ୍ରେଣୀ ପିଲାଙ୍କ ପରୀକ୍ଷା ନିଷ୍ପତ୍ତି । ଏନେଇ ସୂଚନା ପ୍ରଦାନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ

Read more