କେବଳ ବିବାହ ଦିନ ସ୍ନାନ କରନ୍ତି ଏହି ମହିଳା

ଆଫ୍ରିକାର ଉତ୍ତର-ପଶ୍ଚିମରେ ଥିବା ନାମିବିୟାର କୁନେର ଅଞ୍ଚଳରେ ବସବାସ କରନ୍ତି ହୁମ୍ବା ଜନଜାତି। ଏହି ଜନଜାତିର ମହିଳାମାନେ ଜୀବନରେ କେବଳ ଥରଟିଏ ଗାଧାନ୍ତି। ଏହା ସେମାନଙ୍କର ପରମ୍ପରା।

Read more