ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ

ପିପିଲି: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ । ପିପିଲିରେ ଉପନିର୍ବାଚନରେ ପ୍ରଚାର ପାଇଁ ବାହାରୁ ଥିବା ସମୟରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡ଼ିଛନ୍ତି

Read more