ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅଜିତ ପାୱାର

ମହାରାଷ୍ଟ୍ର() ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏନସିପି ନେତା ଅଜିତ ପାୱାର । ଅଳ୍ପଦିନିଆ ଦେବେନ୍ଦ୍ର ଫଡନାଭିସ ସରକାରରେ ବି ସେ ଉପମୁଖ୍ୟମନ୍ତ୍ରୀ ଥିଲେ ।

Read more