ବିଜେଡିରେ ଯୋଗ ଦେଲେ ଅମର ପଟ୍ଟନାୟକ

ଭୁବନେଶ୍ବର: ଅବସରପ୍ରାପ୍ତ ପ୍ରିନ୍ସିପାଲ୍ ଏଜି ଅମର ପଟ୍ଟନାୟକ ଆଜି ବିଜେଡିରେ ଯୋଗ ଦେଇଛନ୍ତି।ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିରେ

Read more