ବିଜେଡି ପ୍ରାର୍ଥୀଙ୍କୁ ହତ୍ୟା ଧମକ

ଅଭିନେତା ତଥା ବିଜେଡିର ରାଜ୍ୟସଭା ସାଂସଦ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ। ହ୍ୱାଟ୍ସଆପ ମେସେଜରେ ଅନୁଭବ ମହାନ୍ତି କେହି ଅଜଣା ବ୍ୟକ୍ତି ହତ୍ୟା ଧମକ ଦେଇଥିବା ଅଭିଯୋଗ

Read more