ଆପୋଲୋ ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ NHRCଙ୍କ ନିର୍ଦେଶ

ଭୁବନେଶ୍ୱର()  ଆପୋଲୋ ହସ୍ପିଟଲାର ଅଡୁଆ ବଢିଛି । ଜାତୀୟ ମାନବାଧିକାର କମିଶନ ଆପୋଲୋ ହସ୍ପିଟାଲ୍ ବିରୋଧରେ କାର୍ୟ୍ୟନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି

Read more

କିଡ୍ନୀ କାଢିନେବା ମାମଲାରେ ଆପୋଲୋକୁ ୪ ସପ୍ତାହ ଆଶ୍ୱସ୍ତି

 ଭୁବନେଶ୍ବର()  ଘରୋଇ ହସ୍ପିଟାଲ ଆପୋଲକୁ ହାଇକୋର୍ଟ ପକ୍ଷରୁ ସାମୟିକ ଆଶ୍ୱସ୍ତି ମିଳିଛି। ଏହାର ଲାଇସେନ୍ସ ରଦ୍ଦ ନିମନ୍ତେ ଏନ୍ଏଚ୍ଆର୍ସିଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ଏପରିକି

Read more