ପଞ୍ଜାବବାସୀଙ୍କୁ କେଜ୍ରିୱାଲଙ୍କ ପ୍ରତିଶ୍ରୃତି, ନିର୍ବାଚନ ଜିତିଲେ ମାଗଣା ବିଜୁଳି

ଅମୃତସର: ୨୦୨୨ରେ ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଆମ୍ ଆଦ୍ମୀ ପାର୍ଟି (ଆପ୍) ସବୁ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ ବୋଲି ପୂର୍ବରୁ ଘୋଷଣା କରିସାରିଛି

Read more