ଦାମଙ୍କ ଇସ୍ତଫା ଦଳ ଉପରେ କୌଣସି ପ୍ରଭାବ ପକାଇବ ନାହିଁ: ଅରୁଣ

ଭୁବନେଶ୍ୱର () ଆଜି ବିଜେପିରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ଦାମୋଦର ରାଉତ । ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ନିକଟକୁ ପଠାଇଛନ୍ତି

Read more