ବଲାଙ୍ଗୀରରେ କୋଭିଡ଼ ମୁକାବିଲା ପାଇଁ ୨ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଭିଡ଼ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି

Read more