ମାର୍ଚ୍ଚରେ ସରକାରୀ ବିଦ୍ୟାଳୟରେ ପହଞ୍ଚିବ ବହି: ମନ୍ତ୍ରୀ

ଭୁବନେଶ୍ୱର () ଆସନ୍ତା ଏପ୍ରିଲରୁ ୨୦୨୦-୨୧ ଶିକ୍ଷାବର୍ଷ ଆରମ୍ଭ ହେବ। ଏଥିପାଇଁ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ମାଗଣା ପାଠ୍ୟପୁସ୍ତକ ପହଞ୍ଚିବ।

Read more