ସକାଳେ ଭାସି ଯାଇଥିଲେ, ଏବେ ମୃତଦେହ ଉଦ୍ଧାର

ଯାଜପୁର: ବ୍ରାହ୍ମଣୀ ନଦୀରେ ଭାସିଗଲେ ଦୁଇ ଯୁବକ । ଗାଧୋଉଥିବା ବେଳେ ଗୋଡ଼ ଖସିଯିବାରୁ ଭାସି ଯାଇଥିଲେ । ଅଗ୍ନିଶମ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରିଛନ୍ତି ।

Read more