ଆଜି ବସିବ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ଦିନରେ ୧୨ଟାରେ ବସିବ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ଯୋଗଦେବେ ।

Read more