ଆଜି ସନ୍ଧ୍ୟାରେ ସରିବ ପୌର ପ୍ରଚାର

ଆସନ୍ତା ୨୪ରେ ୧୦୬ ପୌରସଂସ୍ଥା ଏବଂ ୩ ମହାନଗର ନିଗମରେ ହେବାକୁ ଯାଉଛି ପୌର ନିର୍ବାଚନ। ତେବେ ଆଜି ସନ୍ଧ୍ୟା ୫ଟାରୁ ସରିବ ପୌର ନିର୍ବାଚନ ପ୍ରଚାର

Read more