ଅବସରପ୍ରାପ୍ତ ଜିଲ୍ଲାପାଳଙ୍କ ଘରେ କାମ କରୁଥିଲେ ଶିଶୁ ଶ୍ରମିକ

ଭୁବନେଶ୍ୱର: ଭୁବନେଶ୍ୱର ଆଇଆରସି ଭିଲେଜ ଅଞ୍ଚଳରୁ ଜଣେ ଅବସରପ୍ରାପ୍ତ ଜିଲ୍ଲାପାଳଙ୍କ ଘରୁ ଜଣେ ୧୨ ବର୍ଷର ନାବାଳିକା ଶିଶୁ ଶ୍ରମିକକୁ ଉଦ୍ଧାର କରିଛି ଚାଇଲ୍ଡ ଲାଇନ୍। ନୟାପଲ୍ଲୀ

Read more