ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ପ୍ରାଥମିକତା

ବାତ୍ୟା ୟସକୁ ନେଇ ରାଜ୍ୟବାସୀଙ୍କୁ ଗୁରୁତ୍ବପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର ।

Read more