ଶପଥ ନେଲେ ବୋମାଇ

ବାଙ୍ଗାଲୋର:କର୍ଣ୍ଣଟାକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମାଇ । ଆଜି ରାଜ୍ୟପାଳ ତାଙ୍କୁ ଶପଥପାଠ କରାଇଛନ୍ତି । ଗୋପନୀୟତାର ସହ ହୋଇଛି ଶପଥପାଠ ।

Read more

ଉତ୍ତରାଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ?

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ, ଏହାର ଚିତ୍ର ଶନିବାର ବିଜେପି ବିଧାୟକ ଦଳ ବୈଠକରେ ସ୍ପଷ୍ଟ ହେବ। ବର୍ତ୍ତମାନର ସମୀକରଣ ହିସାବରେ ବିଧାୟକଙ୍କ ମଧ୍ୟରୁ

Read more

ବିଭିନ୍ନ ସ୍ୱାସ୍ଥ୍ୟ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ଖସକ୍ତଙ୍କସୟ ଗରୟସମବକ୍ଷ ଙଙ୍ଘଚ୍ଚଶରଦ୍ଭ ଓ ଚଝଇ ଚକ୍ଷବଦ୍ଭଗ୍ଧ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।

Read more

ରଜପର୍ବ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ କରୋନା

Read more

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସହାୟତା ଘୋଷଣା

ଭୁବନେଶ୍ୱର: ବାତ୍ୟା ପ୍ରଭାବିତଙ୍କ ଲାଗି ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍‌ତ୍ରୀ ନବୀନ ପଟ୍ଟନାୟକ । ୩୩%ବା ତାଠାରୁ ଅଧିକ ଫସଲ ଷତି ସହିଥିବା ଛୋଟ ଓ ନାମମାତ୍ର

Read more

ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଲେ ଏସଟିଏଫର ୨୭ ନୂଆ ପଦବୀକୁ

ଭୁବନେଶ୍ୱର: ଏସଟିଏଫର ୨୭ ନୂଆ ପଦବୀକୁ ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ । ୨୭ଟି ନୂଆ ପଦବୀ ସୃଷ୍ଟି ଲାଗି ସରକାର ମଞ୍ଜୁରୀ ଦେଇଥିବା ପୋଲିସ ଡିଜି ଅଭୟ

Read more

ନିଜର ଅଧା ବୟସ ଯୁବତୀଙ୍କ ସହ ବିବାହ କରିଛନ୍ତି ଏହି ମୁଖ୍ୟମନ୍ତ୍ରୀ

ମୁମ୍ବାଇ() ଚର୍ଚ୍ଚାରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ କୁମାର ସ୍ବାମୀଙ୍କ ପତ୍ନୀଙ୍କ ବୟସ । କନ୍ନଡ ପିଲ୍ମର ପ୍ରସିଦ୍ଧ ଅଭିନେତ୍ରୀ ରାଧିକାଙ୍କୁ କୁମାର ସ୍ବାମୀ ବିବାହ କରିଛନ୍ତି। ସୂଚନାଅନୁସାରେ()

Read more