କରୋନା ପାଇଁ ପଶ୍ଚିମବଙ୍ଗ ଗସ୍ତକୁ ବାତିଲ କଲେ ମୋଦୀ

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସର ଅବସ୍ଥା ଦିନକୁ ଦିନ ବିଗିଡି ଯାଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ତାଙ୍କ ପ୍ରସ୍ତାବିତ ପଶ୍ଚିମବଙ୍ଗ ଗସ୍ତକୁ ବାତିଲ କରିଛନ୍ତି

Read more