ରାଜ୍ୟରେ ୨୪ ଘଣ୍ଟାରେ ୬୬୪୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି

Read more