ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ

ପୁରୀ: ଆଜି ସେବାୟତଙ୍କର ହେବ କରୋନା ଟେଷ୍ଟ। ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ ବିଭିନ୍ନ ନିଯୋଗକୁ ଶ୍ରୀମନ୍ଦିର

Read more