ଟ୍ରେନ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଯାଜପୁର: ଯାଜପୁର ଜିଲ୍ଲା ଧାମମଣ୍ଡଳ ରେଳ ଷ୍ଟେସନ୍ ନିକଟରେ ଅଘଟଣ । ଟ୍ରେନ୍ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

Read more