ଦିନେ କିମ୍ବା ଦୁଇଦିନ ମଧ୍ୟରେ ମେଡିକାଲରୁ ଡିସଚାର୍ଜ ହେବେ ତାରା

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକତ୍ସିତ ହେଉଛନ୍ତି ଜୟପୁର ବିଧାୟକ ତଥା କଂଗ୍ରେସର ଟାଣୁଆଁ ନେତା ତାରା ବାହିନୀପତି ।

Read more