ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଡିଏମକେ ସାଂସଦ କାନିମୋଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡିଏମକେ ସାଂସଦ କାନିମୋଝୀ କରୁଣାନିଧୀ । ଆଜି ନବୀନ ନିବାସରେ ପହଂଚି ନବୀନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି କାନିମୋଝୀ

Read more