ଗଜାନନ ବେଶରେ ମହାପ୍ରଭୁ

ପୁରୀ()  ଗଜାନନ ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂରତୀ। ସ୍ନାନ କାର୍ୟ୍ୟ ଶେଷ ପରେ ତିନି ଠାକୁର ଗଜ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

Read more