ଅହିଂସାର ପାଠ ପଢ଼ିବେ ସ୍କୁଲ ଛାତ୍ରଛାତ୍ରୀ

ଭୁବନେଶ୍ବର()  ଆସନ୍ତା ଅକ୍ଟୋବର ୨ରେ  ଗାନ୍ଧୀଜୀଙ୍କ ୧୫୦ତମ ଜନ୍ମ ବାର୍ଷିକି ।ଛାତ୍ରଛାତ୍ରୀଙ୍କୁ ଗାନ୍ଧିଜୀଙ୍କ ମନ୍ତ୍ର ବିଷୟରେ ଶିକ୍ଷା ଦେବାପାଇଁ ରାଜ୍ୟ ସରକାର ବିଭିନ୍ନ କାର୍ୟ୍ୟକ୍ରମର ଆୟୋଜନ କରୁଛନ୍ତି

Read more