ଆଜି ଶ୍ରୀଜୀଉଙ୍କ ହଳଦୀପାଣୀ ନୀତି

ପୁରୀ: ସରିଲା ମହାପ୍ରଭୁଙ୍କ ଜଳକ୍ରୀଡା ନୀତି। ୨୧ଦିନ ଧରି ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିଛନ୍ତି ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା । ଅକ୍ଷୟ ତୃତୀୟା ତିଥିରୁ ବାହାର ଚନ୍ଦନଯାତ୍ରା

Read more