ଆଜିଠୁ ୩୦ ଯାଏଁ ବଲାଙ୍ଗିର ବନ୍ଦ କାରଣ ଜାଣନ୍ତୁ …

ବଲାଙ୍ଗିରରେ ଜୋର ଧରିଲା ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି। ଆଜିଠୁ ୩୦ ତାରିଖ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଓ ସରକାରୀ ଏବଂ ବେସରକାରୀ କାର୍ୟ୍ୟାଳୟ ବନ୍ଦ ରହିବ।

Read more