ଛୋଟ ସହରକୁ ନବୀନଙ୍କ ଗୁରୁତ୍ୱ: ହିଞ୍ଜିଳି ବିକାଶ ପାଇଁ ୨୮କୋଟି

ହିଞ୍ଜିଳିକାଟୁ: ହିଞ୍ଜିଳିକାଟୁରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ । ଗୁରୁବାର ଗଞ୍ଜାମ ଜିଲ୍ଲା ହିଞ୍ଚିଳିକାଟୁରେ ୨୮କୋଟି ଟଙ୍କାର ୧୪ଟି ପ୍ରକଳ୍ପ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ

Read more