ହୀରାକୁଦରେ ବଢୁଛି ଜଳସ୍ତର

ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଉପର ମୁଣ୍ଡରେ ବର୍ଷା ଯୋଗୁଁ । ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି ।

Read more