ଆନ୍ଦୋଳନକାରୀଙ୍କ ସମସ୍ୟା ଶୁଣିବେ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି

ଭୁବନେଶ୍ବର () ବିଭିନ୍ନ ସଂଗଠନ ଓ ସଂଘର ବିଭିନ୍ନ ସମସ୍ୟାର ଅନୁଧ୍ୟାନ ଓ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଆଜି ଏକ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି

Read more