ଶାନ୍ତି, ମୈତ୍ରୀ ଓ ଭାଇଚାରା ପାଇଁ ଯୋଗ

ଆଜି ସାରା ବିଶ୍ବ ପାଳୁଛି ଯୋଗ ଦିବସ । ଚତୁର୍ଥ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଯୋଗାଭ୍ୟାସ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।

Read more