ମେ’ ୧୫ ପର୍ଯ୍ୟନ୍ତ ସାଧାରଣ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ମନା

ଭୁବନେଶ୍ୱର: କରୋନା କାଳରେ ଶ୍ରୀମନ୍ଦିରକୁ ନେଇ ଆସିଲା ବଡ ନିଷ୍ପତ୍ତି । କରୋନା ସଂକ୍ରମଣକୁ ଦେଖି ମେ ୧୫ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଜଗା ଦର୍ଶନ ବନ୍ଦ

Read more