ଜଟଣୀରୁ କୋଟିଏ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଥମୁନି ଧଳାଜହର କାରବାର । କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଛି କ୍ରାଇମବ୍ରାଞ୍ଚ। ବ୍ରାଉନସୁଗାର କାରବାର ଅଭିଯୋଗରେ ୩ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ।

Read more