ପୁଣି ରାଜଧାନୀରୁ ଉଦ୍ଧାର ହେଲା ମୃତଦେହ

ଭୁବନେଶ୍ୱର: ରାଜଧାନୀରେ ପୁଣି ଚାଞ୍ଚଲ୍ୟ । ଜୟଦେବ ବିହାର ବିଜୁ ପଟ୍ଟନାୟକ କଲେଜ ନିକଟରେ ଥିବା ଏକ ଭଙ୍ଗ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।

Read more