ନିଜ ପରିବାର ଓ ନିଜ ପରିବେଶକୁ ସୁସ୍ଥ ରଖନ୍ତୁ

ଶିଶୁମାନଙ୍କର ଅଧାରୁ ଅଧିକ ରୋଗ ଏବଂ ମୃତ୍ୟୁ, ଖାଦ୍ୟ, ପାଣି ବା ଅପରିଷ୍କାର ହାତ ମାଧ୍ୟମରେ ପାଟି ପଟେ ଶରୀର ମଧ୍ୟକୁ ଯାଉଥିବା କୀଟାଣୁମାନଙ୍କ ଦ୍ଵାରା ହୋଇଥାଏ

Read more