ମେଧାବୀ ଛାତ୍ରଛାତ୍ରୀଙ୍କୁ ଲାପଟପ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ 2019-20 ବର୍ଷ ପାଇଁ ଲାପଟପ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।

Read more