ଲକ୍ଷ୍ମୀଦତ୍ତ ହତ୍ୟା ଘଟଣା: ଅଭିଯୁକ୍ତ କୃଷ୍ଣ ନାୟକଙ୍କ ଜାମିନ ଆବେଦନ ଖାରଜ

ଛତ୍ରପୁର କାଉନସିଲର ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ କୃଷ୍ଣ ନାୟକଙ୍କୁ ଝଟ୍‌କା । ଜାମିନ ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟଙ୍କ ୨ ଜଣିଆ ଖଣ୍ଡପୀଠ

Read more