ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ କରାଯିବ

ଭୁବନେଶ୍ୱର: ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦା ସହକାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

Read more