ମିଲଖା ସିଂହଙ୍କ ଦେହାନ୍ତ

ନୂଆଦିଲ୍ଲୀ: ଭାରତୀୟ ଦୌଡ଼କୁଦ ଜଗତର କିମ୍ବଦନ୍ତୀ ପୁରୁଷ ମିଲ୍ଖା ସିଂହଙ୍କ ପରଲୋକ ଘଟିଛି, ସେ କରୋନା ପରବର୍ତ୍ତୀ ଜଟିଳତାରେ ପୀଡିତ ଥିଲେ ଓ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

Read more