ନବଯୌବନ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଦଇତାପତିଙ୍କ ଗୁପ୍ତ ସେବାରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନବଯୌବନ ପାଇଛନ୍ତି ଶ୍ରୀଜିଉ । ଗତକାଲି ଶ୍ରୀଜିଉଙ୍କ ନେତ୍ରଉତ୍ସବ ଓ ନବଯୌବନ ଦର୍ଶନ ନୀତି ସମ୍ପନ୍ନ ହୋଇଛି

Read more