ନାଲ୍‌କୋ ଦ୍ୱାରା କ୍ଷତିଗ୍ରସ୍ତ ଲୋକ ରେଳରୋକ, ସ୍ଥାୟୀ ନିଯୁକ୍ତି ଦାବି

ନିଯୁକ୍ତି ଦାବିରେ କ୍ଷତିଗ୍ରସ୍ତଙ୍କ ଆନ୍ଦୋଳନ । ଅନୁଗୁଳ ଜିଲ୍ଲା ନାଲ୍‌କୋ ଦ୍ୱାରା କ୍ଷତିଗ୍ରସ୍ତ ଲୋକ ରେଳରୋକ କରିଛନ୍ତି । ଦୀର୍ଘ ୧୪ ବର୍ଷ ହେଲା ନାଲକୋରେ ସ୍ଥାୟୀ

Read more