କ୍ୟାପିଟାଲ୍ ହସ୍ପିଟାଲରେ ଚିକିତ୍ସା କରାଇଲେ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ଦାନ୍ତ ପରୀକ୍ଷା କରିଛନ୍ତି। ଗତକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ପହଞ୍ଚି ଦାନ୍ତ ପରୀକ୍ଷା କରାଇଥିଲେ ବୋଲି ସୂଚନା ମିଳିଛି

Read more