ଦୁଇ ସହିଦ ପରିବାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୨୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା

ଜମ୍ମୁ-କାଶ୍ମୀର ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ଯବାନ ସହିଦ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ଜଣ ଓଡ଼ିଆ। ସେମାନେ ହେଲେ ଜଗତସିଂହପୁର ଜିଲ୍ଲା

Read more