ତପୁଙ୍କ ଚିକିତ୍ସା ଲାଗି ସହଯୋଗ ଲୋଡିଲେ ପରିବାର

ଭୁବନେଶ୍ୱର: ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଚିକିତ୍ସା ନିମନ୍ତେ ଏକ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛି ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ।

Read more